Ezekiel 32:10 — Compare Translations

5 translations compared side by side

Odia - 1840
"ଏବଂ ମୁଁ ଅନକେ ଗୋଷ୍ଠୀକୁ ତୁମ୍ଭ ବିଷଯ ରେ ଚମତ୍କୃତ କରାଇବି ଏବଂ ସମାନଙ୍କେ ରାଜାମାନଙ୍କ ସମ୍ମୁଖ ରେ ମାରେ ଖଡ୍ଗ ଚାଳନା କଲା ବେଳେ ସମାନେେ ଅତିଶଯ ଭୀତ ହବେେ। ଯେତବେେଳେ ମୁଁ ତୁମ୍ଭର ପତନ ଆଣିବି, ସମାନେେ ପ୍ରେତ୍ୟକକ ନିଜ ନିଜ ଜୀବନ ବିଷଯ ରେ ଭୟଭୀତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ଼୍‍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଅନୁକ୍ଷଣ କମ୍ପିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଅନେକ ଗୋଷ୍ଠୀକୁ ତୁମ୍ଭ ବିଷୟରେ ଚମତ୍କୃତ କରାଇବି ଏବଂ ସେମାନଙ୍କ ରାଜାମାନଙ୍କ ସମ୍ମୁଖରେ ମୋର ‌‌ଖ‌ଡ଼୍‌ଗ ଗ୍ଭଳନା କଲାବେଳେ ସେମାନେ ଅତିଶୟ ଭୀତ ହେବେ। ଯେତେବେଳେ ମୁଁ ତୁମ୍ଭର ପତନ ଆଣିବି, ସେମାନେ ପ୍ରତ୍ୟେକ ନିଜ ନିଜ ଜୀବନ ବିଷୟରେ ଭୟଭୀତ ହେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ହଁ, ଆମ୍ଭେ ଅନେକ ଗୋଷ୍ଠୀକୁ ତୁମ୍ଭର ବିଷୟରେ ଚମତ୍କୃତ କରାଇବା, ଆଉ ସେମାନଙ୍କ ରାଜାଗଣର ସାକ୍ଷାତରେ ଆମ୍ଭେ ଆପଣା ଖଡ୍ଗ ଚଳାଇବା ବେଳେ ସେମାନେ ଅତିଶୟ ଭୀତ ହେବେ; ଆଉ, ତୁମ୍ଭର ପତନ ଦିନ ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରାଣ ବିଷୟରେ ଭୟରେ କମ୍ପିତ ହେବେ।”