Ezekiel 32:11 — Compare Translations

5 translations compared side by side

Odia - 1840
"କାରଣ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ଼୍‍ଗ ତୁମ୍ଭକୁ ଆକ୍ରମଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ବାବିଲ ରାଜାର ‌‌ଖ‌ଡ଼୍‌ଗ ତୁମ୍ଭକୁ ଆକ୍ରମଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ବାବିଲ ରାଜାର ଖଡ୍ଗ ତୁମ୍ଭକୁ ଆକ୍ରମଣ କରିବ।