Ezekiel 32:12 — Compare Translations

5 translations compared side by side

Odia - 1840
"ମୁଁ ସହେି ବୀରମାନଙ୍କ ଖଡ୍ଗ ରେ ତୁମ୍ଭର ପୁରୁଷମାନଙ୍କୁ ବିନାଶ କରିବି। ଏବଂ ସହେି ବୀରଗଣ ଜାତିମାନଙ୍କ ମଧିଅରେ ଅତି ଭୟଙ୍କର ଅଟନ୍ତି। ଏବଂ ସମାନେେ ମିଶରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁରେ ସମଗ୍ର ଜନତା ବିନଷ୍ଟ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ତୁମ୍ଭର ଲୋକାରଣ୍ୟକୁ ବୀରଗଣର ଖଡ଼୍‍ଗ ଦ୍ଵାରା ନିପାତ କରିବା; ସେସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକାରଣ୍ୟସମସ୍ତେ ବିନଷ୍ଟ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସେହି ବୀରମାନଙ୍କ ‌‌ଖ‌ଡ଼୍‌ଗରେ ତୁମ୍ଭର ପୁରୁଷମାନଙ୍କୁ ବିନାଶ କରିବି। ଏବଂ ସେହି ବୀରଗଣ ଜାତିମାନଙ୍କ ମଧ୍ୟରେ ଅତି ଭୟଙ୍କର ଅଟନ୍ତି। ଏବଂ ସେମାନେ ମିଶରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁରେ ସମଗ୍ର ଜନତା ବିନଷ୍ଟ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ତୁମ୍ଭର ଲୋକ ସମସ୍ତଙ୍କୁୁ ବୀରଗଣର ଖଡ୍ଗ ଦ୍ୱାରା ନିପାତ କରିବା; ସେମାନେ ସମସ୍ତେ ଗୋଷ୍ଠୀଗଣ ମଧ୍ୟରେ ଭୟଙ୍କର ଅଟନ୍ତି; ଆଉ, ସେମାନେ ମିସରର ଗର୍ବ ଚୂର୍ଣ୍ଣ କରିବେ ଓ ତହିଁର ଲୋକ ସମସ୍ତେ ବିନଷ୍ଟ ହେବେ।