Ezekiel 32:13 — Compare Translations
5 translations compared side by side
Odia - 1840
"ମୁଁ ଅପାର ଜଳରାଶି ନିକଟରୁ ସମସ୍ତ ପଶୁମାନଙ୍କୁ ବିନାଶ କରିବି। ତାହା ହେଲେ ମନୁଷ୍ଯମାନେ ପାଣିକୁ ପାଦ ରେ ଚହଲାଇ ଗୋଳିଆ କରିବେ ନାହିଁ କିମ୍ବା ପଶୁମାନଙ୍କ ଖୁରା ରେ ତାହା ଚହଲି ଗୋଳିଆ ହବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ଚହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଅପାର ଜଳରାଶି ନିକଟରୁ ସମସ୍ତ ପଶୁମାନଙ୍କୁ ବିନାଶ କରିବି। ତାହାହେଲେ ମନୁଷ୍ୟମାନେ ପାଣିକୁ ପାଦରେ ଚହଲାଇ ଗୋଳିଆ କରିବେ ନାହିଁ କିମ୍ବା ପଶୁମାନଙ୍କ ଖୁରାରେ ତାହା ଚହଲି ଗୋଳିଆ ହେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ଆମ୍ଭେ ଅପାର ଜଳ ନିକଟରୁ ତହିଁର ସମସ୍ତ ପଶୁ ବିନାଶ କରିବା; ତହିଁରେ ମନୁଷ୍ୟର ଚରଣ ତାହା ଆଉ ହଲାଇବ ନାହିଁ, ଅବା ପଶୁଗଣର ଖୁରା ତାହା ଚହଲାଇବ ନାହିଁ।