Ezekiel 32:14 — Compare Translations
5 translations compared side by side
Odia - 1840
"ମୁଁ ମିଶରର ଜଳରାଶିକୁ ରଖିବି ଓ ଏହାର ନଦୀଗୁଡ଼ିକ ତଲେ ପରି ଧୀ ରେ ବହିବ। ଏହା ସଦାପ୍ରଭୁ, ମାରେ ପ୍ରଭୁ କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ମିଶରର ଜଳରାଶିକୁ ରଖିବି ଓ ଏହାର ନଦୀଗୁଡ଼ିକ ତେଲ ପରି ଧିରେ ବହିବ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଆମ୍ଭେ ସେମାନଙ୍କର ଜଳ ନିର୍ମଳ କରିବା ଓ ସେମାନଙ୍କର ନଦୀସମୂହକୁ ତୈଳ ପରି ବହାଇବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।