Ezekiel 32:16 — Compare Translations
5 translations compared side by side
Odia - 1840
"ଏହି ବିଳାପ ଗୀତ ଲୋକେ ଗାନ କରିବେ। ଜାତିମାନଙ୍କର କନ୍ଯାମାନେ ବିଳାପ କରି ଏହି ଗୀତ ଗାଇବେ। ସମାନେେ ମିଶରର ସମଗ୍ର ଜନତା ଉଦ୍ଦେଶ୍ଯ ରେ ବିଳାପ ପରି ଏହା ଗାନ କରିବେ। ଏହା ସଦାପ୍ରଭୁ ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ବିଳାପ-ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକାରଣ୍ୟର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଏହି ବିଳାପ ଗୀତ ଲୋକେ ଗାନ କରିବେ। ଜାତିମାନଙ୍କର କନ୍ୟାମାନେ ବିଳାପ କରି ଏହି ଗୀତ ଗାଇବେ। ସେମାନେ ମିଶରର ସମଗ୍ର ଜନତା ଉଦ୍ଦେଶ୍ୟରେ ବିଳାପ ପରି ଏହା ଗାନ କରିବେ।” ଏହା ସଦାପ୍ରଭୁ ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହି ବିଳାପ ଗୀତ ଲୋକେ ଗାନ କରିବେ; ଗୋଷ୍ଠୀୟମାନଙ୍କର କନ୍ୟାଗଣ ବିଳାପ କରି ଏହା ଗାନ କରିବେ; ମିସରର ଉଦ୍ଦେଶ୍ୟରେ ଓ ତାହାର ସକଳ ଲୋକସମୂହର ଉଦ୍ଦେଶ୍ୟରେ ବିଳାପ କରି ଗାନ କରିବେ” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।