Ezekiel 32:17 — Compare Translations

5 translations compared side by side

Odia - 1840
"ଦ୍ବାଦଶ ବର୍ଷର, ମାସର ପଞ୍ଚଦଶ ଦିନ ରେ ସଦାପ୍ରଭୁଙ୍କର ବାକ୍ଯ ମାେ ନିକଟରେ ଉପସ୍ଥିତ ହେଲା। ସେ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵାଦଶ ବର୍ଷର, ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ମିଶର ଧ୍ୱଂସପ୍ରାପ୍ତ ହେବ ଦ୍ୱାଦଶ ବର୍ଷର, ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା। ସେ କହିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,
Odia IRV 2017 (ଓଡିଆ ବାଇବେଲ)
ଦ୍ୱାଦଶ ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କର ବାକ୍ୟ ମୋ’ ନିକଟରେ ଉପସ୍ଥିତ ହେଲା ଏବଂ ସେ କହିଲେ,