Ezekiel 32:18 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ମିଶରର ଜନସମାଜ ବିଷଯ ରେ ଶୋକ କର ଏବଂ ତାକୁ ଓ ତାହାର ଜାତିମାନଙ୍କର କନ୍ଯାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଭୂତଳ ରେ ପକାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକାରଣ୍ୟ ବିଷୟରେ ହାହାକାର କର, ପୁଣି ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ମିଶରର ଜନସମାଜ ବିଷୟରେ ଶୋକ କର ଏବଂ ତାକୁ ଓ ତାହାର ଜାତିମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଭୂତଳରେ ପକାଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇଦିଅ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ଲୋକମାନଙ୍କ ବିଷୟରେ ହାହାକାର କର, ପୁଣି, ସେମାନଙ୍କୁ, ଅର୍ଥାତ୍, ତାହାକୁ ଓ ବିଖ୍ୟାତ ଗୋଷ୍ଠୀୟମାନଙ୍କର କନ୍ୟାଗଣକୁ ଗର୍ତ୍ତଗାମୀମାନଙ୍କ ସହିତ ଅଧୋଭୁବନରେ ପକାଇ ଦିଅ।