Ezekiel 32:19 — Compare Translations

5 translations compared side by side

Odia - 1840
" ହେ ମିଶର, ତୁମ୍ଭର ଅନୁଗ୍ରହ ଅନ୍ୟମାନଙ୍କଠାରୁ ଅଧିକ ନୁହଁ? ତୁମ୍ଭେ ଅଧୋଗାମୀ ହୁଅ ଓ ବିଦେଶୀ ଲୋକମାନଙ୍କ ସହିତ ମୃତବତ୍ ପଡ଼ିରୁହ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକଣ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମିଶର, ତୁମ୍ଭର ଅନୁଗ୍ରହ ଅନ୍ୟମାନଙ୍କଠାରୁ ଅଧିକ ନୁହଁ? ତୁମ୍ଭେ ଅଧୋଗାମୀ ହୁଅ ଓ ବିଦେଶୀ ଲୋକମାନଙ୍କ ସହିତ ମୃତବତ୍ ପଡ଼ିରୁହ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ସୌନ୍ଦର୍ଯ୍ୟରେ କାହା ଅପେକ୍ଷା ଅଧିକ? ତଳକୁ ଯାଅ ଓ ଅସୁନ୍ନତ ଲୋକମାନଙ୍କ ସହିତ ଶୟନ କର।