Ezekiel 32:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ମିଶରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, “‘ତୁମ୍ଭେ ଗୋଟିଏ ଯୁବା ସିଂହ ତୁଲ୍ୟ, ତୁମ୍ଭେ ଗୋଟିଏ ସମୁଦ୍ର ରାକ୍ଷସ ପରି। ତୁମ୍ଭେ ନଦୀ ସମୂହର ଜଳକୁ ଅତିକ୍ରମ କରି ଓ ଆପଣା ପାଦରେ ଜଳ ଚହଲାଇ ତାକୁ ଗୋଳିଆ କର।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ମିସରର ରାଜା ଫାରୋ ନିମନ୍ତେ ବିଳାପ କର, ଆଉ ତାହାକୁ କୁହ, ତୁମ୍ଭେ ଗୋଷ୍ଠୀୟମାନଙ୍କର ଯୁବା ସିଂହ ସଙ୍ଗେ ତୁଳନା କରାଯାଇଥିଲ, ତଥାପି ତୁମ୍ଭେ ଜଳଚର କୁମ୍ଭୀର ସଦୃଶ ଅଟ; ପୁଣି, ତୁମ୍ଭେ ଆପଣା ନଦୀସମୂହର ଜଳ ଅତିକ୍ରମ କରି ଓ ଆପଣା ପାଦରେ ଜଳ ହଲାଇ ସେମାନଙ୍କର ନଦୀସମୂହକୁ ଗୋଳିଆ କରିଅଛ।”