Ezekiel 32:20 — Compare Translations
5 translations compared side by side
Odia - 1840
"ମିଶର ଖଡ୍ଗ ରେ ନିହତ ଲୋକମାନଙ୍କ ମଧିଅରେ ପଡ଼ିବ। ସେ ଖଡ୍ଗ ରେ ସମର୍ପିତ ହାଇେଅଛି। ତାହାକୁ ଓ ତାହାର ସମସ୍ତ ଲୋକମାନଙ୍କୁ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଖଡ଼୍ଗ ଦ୍ଵାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ଼୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକାରଣ୍ୟକୁ ଟାଣି ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ମିଶର ଖଡ଼୍ଗରେ ନିହତ ଲୋକମାନଙ୍କ ମଧ୍ୟରେ ପଡ଼ିବ। ସେ ଖଡ଼୍ଗରେ ସମର୍ପିତ ହୋଇଅଛି। ତାହାକୁ ଓ ତାହାର ସମସ୍ତ ଲୋକମାନଙ୍କୁ ନେଇଯାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସେ ଖଡ୍ଗରେ ସମର୍ପିତ ହୋଇଅଛି; ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଟାଣି ନିଅ।