Ezekiel 32:21 — Compare Translations

5 translations compared side by side

Odia - 1840
"ବୀରଗଣ ମଧିଅରେ ବଳବାନମାନେ ଖଡ୍ଗ ରେ ନିହତ ହାଇେଛନ୍ତି, ସହେି ଅସୁନ୍ନତ ଲୋକମାନେ ପାତାଳଗାମୀ ହାଇେ ସ୍ଥିର ହାଇେ ଶଯନ କରିଛନ୍ତି। ଆଉ ସମାନେେ ସହେି ପାତାଳ ମଧ୍ଯରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କରିବେ; ସେମାନେ, ଅର୍ଥାତ୍, ଖଡ଼୍‍ଗ ଦ୍ଵାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ବୀରଗଣ ମଧ୍ୟରେ ବଳବାନମାନେ ‌‌ଖ‌ଡ଼୍‌ଗରେ ନିହତ ହୋଇଛନ୍ତି, ସେହି ଅସୁନ୍ନତ ଲୋକମାନେ ପାତାଳଗାମୀ ହୋଇ ସ୍ଥିର ହୋଇ ଶୟନ କରିଛନ୍ତି। ଆଉ ସେମାନେ ସେହି ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ବୀରଗଣ ମଧ୍ୟରେ ବଳବାନମାନେ ପାତାଳ ମଧ୍ୟରୁ ତାହାକୁ ଓ ତାହାର ସହାୟକାରୀମାନଙ୍କୁ କଥା କହିବେ; ସେମାନେ, ଅର୍ଥାତ୍‍, ଖଡ୍ଗ ଦ୍ୱାରା ହତ ଅସୁନ୍ନତ ଲୋକମାନେ ଓହ୍ଲାଇ ଯାଇଅଛନ୍ତି; ସେମାନେ ସ୍ଥିର ହୋଇ ଶୟନ କରନ୍ତି।