Ezekiel 32:22 — Compare Translations

5 translations compared side by side

Odia - 1840
"ଅଶୂର ଓ ତାହାର ସମସ୍ତ ଜନସମାଜ ସଠାେ ରେ ଅଛନ୍ତି, ତାହାର କବର ସକଳ ତାହାର ଚତୁର୍ଦ୍ଦିଗ ରେ ଅଛି, ସମାନେେ ସମସ୍ତେ ହତ, ଖଡ୍ଗ ଦ୍ବାରା ପତିତ ହାଇେଅଛନ୍ତି। ଆଉ ଗର୍ତ୍ତର ଶଷେ ସୀମା ରେ ସମାନଙ୍କେୁ କବର ଦିଆୟାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗ ରେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ଼୍‍ଗ ଦ୍ଵାରା ପତିତ ହୋଇଅଛନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି, ତାହାର କବର ସକଳ ତାହାର ଚତୁର୍ଦ୍ଦିଗରେ ଅଛି, ସେମାନେ ସମସ୍ତେ ହତ, ‌‌ଖ‌ଡ଼୍‌ଗ ଦ୍ୱାରା ପତିତ ହୋଇଅଛନ୍ତି। ଆଉ ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛନ୍ତି। ଯେଉଁମାନେ ଜୀବିତାବସ୍ଥାରେ ଭୟ ଜନ୍ମାଉଥିଲେ ସେମାନେ ସମସ୍ତେ ‌‌ଖ‌ଡ଼୍‌ଗରେ ନିହତ ହୋଇ ପତିତ ହୋଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି;
Odia IRV 2017 (ଓଡିଆ ବାଇବେଲ)
ଅଶୂର ଓ ତାହାର ସମସ୍ତ ଜନସମାଜ ସେଠାରେ ଅଛନ୍ତି; ତାହାର କବରସକଳ ତାହାର ଚତୁର୍ଦ୍ଦିଗରେ ଅଛି; ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି;