Ezekiel 32:23 — Compare Translations
4 translations compared side by side
Odia - 1840
"ଯେଉଁମାନେ ଜୀବିତାବସ୍ଥା ରେ ଭୟ ଜନ୍ମାଉଥିଲେ ସମାନେେ ସମସ୍ତେ ଖଡ୍ଗ ରେ ନିହତ ହାଇେ ପତିତ ହାଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେସମସ୍ତେ ହତ, ଖଡ଼୍ଗ ଦ୍ଵାରା ପତିତ ହୋଇଅଛନ୍ତି ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଗର୍ତ୍ତର ଶେଷ ସୀମାରେ ସେମାନଙ୍କୁ କବର ଦିଆଯାଇଅଛି ଓ ତାହାର ଜନସମାଜ ତାହାର କବରର ଚତୁର୍ଦ୍ଦିଗରେ ଅଛି; ଯେଉଁମାନେ ଜୀବିତମାନଙ୍କ ଦେଶରେ ଭୟ ଜନ୍ମାଇଲେ ସେମାନେ ସମସ୍ତେ ହତ, ଖଡ୍ଗ ଦ୍ୱାରା ପତିତ ହୋଇଅଛନ୍ତି।