Ezekiel 32:26 — Compare Translations
5 translations compared side by side
Odia - 1840
"ଏବଂ ମଷେକ୍ ଏବଂ ତୁବଲର ଲୋକମାନେ ଅଛନ୍ତି। ସମାନଙ୍କେର ଚତୁର୍ଦ୍ଦିଗ ରେ ସମାନଙ୍କେର କବରସବୁ ଅଛି। ସମାନେେ ସମସ୍ତେ ଅନୁନ୍ନତ ଥିଲେ ଓ ଖଡ୍ଗ ରେ ହତ ହେଲେ। କାରଣ ସମାନେେ ଜୀବିତ ଥିବା ସମୟରେ ଦେଶ ରେ ଲୋକମାନଙ୍କୁ ଭୟ ଦଖାଇେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ମେଶକ୍, ତୁବଲ୍ ଓ ତାହାର ସମସ୍ତ ଲୋକାରଣ୍ୟ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ଼୍ଗ ଦ୍ଵାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ମେଷକ୍ ଏବଂ ତୁବଲର ଲୋକମାନେ ଅଛନ୍ତି। ସେମାନଙ୍କର ଚତୁର୍ଦ୍ଦିଗରେ ସେମାନଙ୍କର କବରସବୁ ଅଛି। ସେମାନେ ସମସ୍ତେ ଅନୁନ୍ନତ ଥିଲେ ଓ ଖଡ଼୍ଗରେ ହତ ହେଲେ। କାରଣ ସେମାନେ ଜୀବିତ ଥିବା ସମୟରେ ଦେଶରେ ଲୋକମାନଙ୍କୁ ଭୟ ଦେଖାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ମେଶକ୍, ତୁବଲ୍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ମେଶକ୍, ତୁବଲ୍ ଓ ତାହାର ସମସ୍ତ ଜନସମାଜ ଅଛନ୍ତି; ତାହାର ଚତୁର୍ଦ୍ଦିଗରେ ତାହାର କବରସବୁ ଅଛି; ସେମାନେ ସମସ୍ତେ ଅସୁନ୍ନତ ଅବସ୍ଥାରେ ଖଡ୍ଗ ଦ୍ୱାରା ପତିତ ହେଲେ; କାରଣ ସେମାନେ ଜୀବିତ ଲୋକମାନଙ୍କ ଦେଶରେ ଭୟ ଜନ୍ମାଇଥିଲେ।