Ezekiel 32:27 — Compare Translations
5 translations compared side by side
Odia - 1840
"ଅସୁନ୍ନତ ବୀରମାନଙ୍କ ସହିତ ସମାନେେ କ'ଣ ୟୁଦ୍ଧ ଭୂମିରେ ପତିତ ହାଇେ ନାହାଁନ୍ତି, ଯେଉଁମାନେ ସମାନଙ୍କେର ଖଡ୍ଗକୁ ତକିଆ ଭିତ ରେ ରଖି ପାତାଳକୁ ୟାଇଛନ୍ତି? ସମାନଙ୍କେର ପାପ ସମାନଙ୍କେର ଅସ୍ଥି ଉପ ରେ ଅଛି। ଯେ ହତେୁ ସମାନେେ ଜୀବିତ ଥିବା ବେଳେ ଆତଙ୍କ ଖଳୋଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ଼୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସୁନ୍ନତ ବୀରମାନଙ୍କ ସହିତ ସେମାନେ କ’ଣ ଯୁଦ୍ଧ ଭୂମିରେ ପତିତ ହୋଇ ନାହାନ୍ତି, ଯେଉଁମାନେ ସେମାନଙ୍କର ଖଡ଼୍ଗକୁ ତକିଆ ଭିତରେ ରଖି ପାତାଳକୁ ଯାଇଛନ୍ତି? ସେମାନଙ୍କର ପାପ ସେମାନଙ୍କର ଅସ୍ଥି ଉପରେ ଅଛି। ଯେହେତୁ ସେମାନେ ଜୀବିତ ଥିବା ବେଳେ ଆତଙ୍କ ଖେଳାଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଅସୁନ୍ନତ ଲୋକମାନଙ୍କ ମଧ୍ୟରୁ ଯେଉଁ ବୀରମାନେ ପତିତ ହୋଇଅଛନ୍ତି, ଯେଉଁମାନେ ଆପଣା ଆପଣା ଯୁଦ୍ଧାସ୍ତ୍ର ସହିତ ପାତାଳକୁ ଓହ୍ଲାଇ ଯାଇଅଛନ୍ତି ଓ ଆପଣା ଆପଣା ଖଡ୍ଗ ଆପଣା ଆପଣା ମସ୍ତକର ତଳେ ରଖିଅଛନ୍ତି ଓ ସେମାନଙ୍କ ଅଧର୍ମ ସେମାନଙ୍କ ଅସ୍ଥି ଉପରେ ଅଛି, ସେମାନଙ୍କ ସହିତ ଏମାନେ ଶୟନ କରିବେ ନାହିଁ; କାରଣ ସେମାନେ ଜୀବିତମାନଙ୍କ ଦେଶରେ ବୀରଗଣର ପ୍ରତି ଭୟର ବିଷୟ ହୋଇଥିଲେ।
Odia IRV 2017 (ଓଡିଆ ବାଇବେଲ)