Ezekiel 32:28 — Compare Translations

5 translations compared side by side

Odia - 1840
" ହେ ମିଶର, ତୁମ୍ଭେ ମଧ୍ଯ ଅସୁନ୍ନତମାନଙ୍କ ମଧିଅରେ ବିନାଶ ହବେ ଓ ଖଡ୍ଗ ରେ ନିହତ ଲୋକମାନଙ୍କ ସହିତ ଶଯନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମିଶର, ତୁମ୍ଭେ ମଧ୍ୟ ଅସୁନ୍ନତମାନଙ୍କ ମଧ୍ୟରେ ବିନାଶ ହେବ ଓ ‌‌ଖ‌ଡ଼୍‌ଗରେ ନିହତ ଲୋକମାନଙ୍କ ସହିତ ଶୟନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଅସୁନ୍ନତମାନଙ୍କ ମଧ୍ୟରେ ଭଗ୍ନ ହେବ ଓ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରିବ।