Ezekiel 32:29 — Compare Translations

5 translations compared side by side

Odia - 1840
" ସେ ସ୍ଥାନ ରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିମାନେ ଅଛନ୍ତି। ସମାନେେ ୟୁଦ୍ଧ ରେ ଅସୁନ୍ନତମାନଙ୍କ ସହିତ ପଡ଼ି ଅଛନ୍ତି, ଯଦିଓ ସମାନେେ ଜୀବନ ରେ ସମାନଙ୍କେର ଶକ୍ତିପାଇଁ ପରିଚିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ଼୍‍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“ସେ ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିମାନେ ଅଛନ୍ତି। ସେମାନେ ଯୁଦ୍ଧରେ ଅସୁନ୍ନତମାନଙ୍କ ସହିତ ପଡ଼ି ଅଛନ୍ତି, ଯଦିଓ ସେମାନେ ଜୀବନରେ ସେମାନଙ୍କର ଶକ୍ତିପାଇଁ ପରିଚିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ।
Odia IRV 2017 (ଓଡିଆ ବାଇବେଲ)
ସେହି ସ୍ଥାନରେ ଇଦୋମ, ତାହାର ରାଜାଗଣ ଓ ତାହାର ଅଧିପତିସକଳ ଅଛନ୍ତି, ସେମାନେ ଆପଣାମାନଙ୍କର ପରାକ୍ରମରେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ରଖା ଯାଇଅଛନ୍ତି; ସେମାନେ ଅସୁନ୍ନତ ଲୋକମାନଙ୍କ ଓ ଗର୍ତ୍ତଗାମୀମାନଙ୍କ ସହିତ ଶୟନ କରିବେ।