Ezekiel 32:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି, ମୁଁ ନାନା ଦେଶର ଲୋକମାନଙ୍କୁ ଏକତ୍ରୀତ କରି ତୁମ୍ଭ୍ ଉପ ରେ ମାରେ ଜାଲ ପ୍ରସାରଣ କରିବି। ଆଉ ସମାନେେ ଆମ୍ଭ ଜାଲ ରେ ତୁମ୍ଭକୁ ଉପରକୁ ଆଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି, “ମୁଁ ନାନା ଦେଶର ଲୋକମାନଙ୍କୁ ଏକତ୍ରିତ କରି ତୁମ୍ଭ ଉପରେ ମୋର ଜାଲ ପ୍ରସାରଣ କରିବି। ଆଉ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।
Odia IRV 2017 (ଓଡିଆ ବାଇବେଲ)
ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: “ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।