Ezekiel 32:30 — Compare Translations
5 translations compared side by side
Odia - 1840
"ଏମାନେ ଉତ୍ତର ଦେଶୀଯ ମୁଖ୍ଯ ଓ ସୀଦୋନର ସୈନ୍ଯଗଣ ଥିଲେ। ସମାନେେ ଅନ୍ୟ ମୃତ ଲୋକମାନଙ୍କ ସହିତ ଓହ୍ଲାଇ ୟାଇଅଛନ୍ତି। ସମାନଙ୍କେର ଶକ୍ତି ସତ୍ତ୍ବେ, ୟୁଦ୍ଧ ଭୂମିରେ ନିହତ ଅସୁନ୍ନତ ଲୋକମାନଙ୍କ ସହିତ ପତିତ ହାଇେ ଲଜ୍ଜିତ ହାଇେଛନ୍ତି। ସମାନେେ କବର ରେ ଅନ୍ଯାନ୍ଯ ମୃତ ଲୋକମାନଙ୍କ ସହିତ ଲଜ୍ଜିତ ହାଇେଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ଵାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ଼୍ଗ ଦ୍ଵାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଏମାନେ ଉତ୍ତର ଦେଶୀୟ ମୁଖ୍ୟ ଓ ସୀଦୋନର ସୈନ୍ୟଗଣ ଥିଲେ। ସେମାନେ ଅନ୍ୟ ମୃତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି। ସେମାନଙ୍କର ଶକ୍ତି ସତ୍ତ୍ୱେ, ଯୁଦ୍ଧ ଭୂମିରେ ନିହତ ଅସୁନ୍ନତ ଲୋକମାନଙ୍କ ସହିତ ପତିତ ହୋଇ ଲଜ୍ଜିତ ହୋଇଛନ୍ତି। ସେମାନେ କବରରେ ଅନ୍ୟାନ୍ୟ ମୃତ ଲୋକମାନଙ୍କ ସହିତ ଲଜ୍ଜିତ ହୋଇଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସ୍ଥାନରେ ଉତ୍ତର ଦେଶୀୟ ଅଧିପତିମାନେ, ସେମାନଙ୍କର ସମସ୍ତେ ଓ ଯାବତୀୟ ସୀଦୋନୀୟ ଲୋକ ଅଛନ୍ତି, ସେମାନେ ହତ ଲୋକମାନଙ୍କ ସହିତ ଓହ୍ଲାଇ ଯାଇଅଛନ୍ତି; ସେମାନେ ଆପଣାମାନଙ୍କର ପରାକ୍ରମ ଦ୍ୱାରା ଯେଉଁ ଭୟ ଜନ୍ମାଇଲେ, ତହିଁ ବିଷୟରେ ଲଜ୍ଜିତ ହୋଇଅଛନ୍ତି; ଆଉ, ଅସୁନ୍ନତ ଅବସ୍ଥାରେ ସେମାନେ ଖଡ୍ଗ ଦ୍ୱାରା ହତ ଲୋକମାନଙ୍କ ସହିତ ଶୟନ କରନ୍ତି ଓ ଗର୍ତ୍ତଗାମୀମାନଙ୍କ ସହିତ ଆପଣାମାନଙ୍କର ଅପମାନ ଭୋଗ କରନ୍ତି।
Odia IRV 2017 (ଓଡିଆ ବାଇବେଲ)