Ezekiel 32:31 — Compare Translations

5 translations compared side by side

Odia - 1840
"ଫାରୋ ସମାନଙ୍କେୁ ଦେଖିବେ ଓ ନିଜ ଲୋକମାନଙ୍କ ବିଷଯ ରେ ସାନ୍ତ୍ବନା ପାଇବେ। ଫାରୋ ଓ ତାଙ୍କର ସମସ୍ତ ସୈନ୍ଯ ଖଡ୍ଗ ରେ ନିହତ ହାଇେଅଛନ୍ତି। ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକାରଣ୍ୟ ସମସ୍ତର ବିଷୟରେ ସାନ୍ତ୍ଵନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ଼୍‍ଗ ଦ୍ଵାରା ହତ ହୋଇଅଛନ୍ତି, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଫାରୋ ସେମାନଙ୍କୁ ଦେଖିବେ ଓ ନିଜ ଲୋକମାନଙ୍କ ବିଷୟରେ ସାନ୍ତ୍ୱନା ପାଇବେ। ଫାରୋ ଓ ତାଙ୍କର ସମସ୍ତ ସୈନ୍ୟ ‌‌ଖ‌ଡ଼୍‌ଗରେ ନିହତ ହୋଇଅଛନ୍ତି।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକସମୂହ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ୍ଗ ଦ୍ୱାରା ହତ ହୋଇଅଛନ୍ତି, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଫାରୋ ସେମାନଙ୍କୁ ଦେଖିବ ଓ ଆପଣାର ଲୋକସମୂହ ସମସ୍ତର ବିଷୟରେ ସାନ୍ତ୍ୱନା ପାଇବ; ହଁ, ଫାରୋ ଓ ତାହାର ସମସ୍ତ ସୈନ୍ୟ ଖଡ୍ଗ ଦ୍ୱାରା ହତ ହୋଇଅଛନ୍ତି,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।