Ezekiel 32:4 — Compare Translations
5 translations compared side by side
Odia - 1840
"ମୁଁ ତୁମ୍ଭକୁ ସ୍ଥଳ ରେ ଛାଡ଼ି ଦବେି ଓ ତୁମ୍ଭେ ପଦା ରେ ପଡ଼ି ରହିବ। ମୁଁ ଆକାଶର ପକ୍ଷୀସବୁକୁ ଆଣବି ଓ ସମାନେେ ତୁମ୍ଭକୁ ଭକ୍ଷଣ କରିବେ। ପୁଣି ପୃଥିବୀର ସମୁଦାଯ ପଶୁଗଣଙ୍କୁ ଆଣିବି ଓ ସମାନେେ ତୃପ୍ତ ହବୋ ପର୍ୟ୍ଯନ୍ତ ତୁମ୍ଭକୁ ଭକ୍ଷଣ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷୀସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ଵାରା ତୃପ୍ତ କରାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବି ଓ ତୁମ୍ଭେ ପଦାରେ ପଡ଼ି ରହିବ। ମୁଁ ଆକାଶର ପକ୍ଷୀସବୁକୁ ଆଣିବି ଓ ସେମାନେ ତୁମ୍ଭକୁ ଭକ୍ଷ୍ୟଣ କରିବେ। ପୁଣି ପୃଥିବୀର ସମୁଦାୟ ପଶୁଗଣଙ୍କୁ ଆଣିବି ଓ ସେମାନେ ତୃପ୍ତ ହେବା ପର୍ଯ୍ୟନ୍ତ ତୁମ୍ଭକୁ ଭକ୍ଷ୍ୟଣ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ିଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ସ୍ଥଳରେ ଛାଡ଼ି ଦେବା, ଆମ୍ଭେ ତୁମ୍ଭକୁ ପଦାରେ ପକାଇ ଦେବା ଓ ଆକାଶର ପକ୍ଷସକଳକୁ ତୁମ୍ଭ ଉପରେ ବସାଇବା ଓ ସମୁଦାୟ ପୃଥିବୀର ପଶୁଗଣକୁ ତୁମ୍ଭ ଦ୍ୱାରା ତୃପ୍ତ କରାଇବା।