Ezekiel 32:6 — Compare Translations
5 translations compared side by side
Odia - 1840
"ଏବଂ ତୁମ୍ଭର ରକ୍ତକୁ ପର୍ବତଗୁଡ଼ିକ ଉପ ରେ ଢ଼ାଳ। ତାହା ପୃଥିବୀର ଭୂମି ଶୋଷଣ କରବ ଓ ସିକ୍ତ ହବେ। ଆଉ ସମଗ୍ର ଜଳାଧାର ତୁମ୍ଭ ରକ୍ତ ରେ ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭରେ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭର ରକ୍ତକୁ ପର୍ବତଗୁଡ଼ିକ ଉପରେ ଢାଳ। ତାହା ପୃଥିବୀର ଭୂମି ଶୋଷଣ କରବ ଓ ସିକ୍ତ ହେବ। ଆଉ ସମଗ୍ର ଜଳାଧାର ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେ ଯେଉଁ ଦେଶରେ ପହଁରୁଅଛ, ସେହି ଦେଶକୁ ପର୍ବତ ପର୍ଯ୍ୟନ୍ତ ହିଁ ଆମ୍ଭେ ତୁମ୍ଭ ରକ୍ତରେ ସିକ୍ତ କରିବା ଓ ଜଳପ୍ରଣାଳୀସକଳ ତୁମ୍ଭ ରକ୍ତରେ ପରିପୂର୍ଣ୍ଣ ହେବ।