Ezekiel 32:7 — Compare Translations

5 translations compared side by side

Odia - 1840
"ଯେତବେେଳେ ମୁଁ ତୁମ୍ଭକୁ ନିର୍ବାପିତ କରେ ମୁଁ ଆକାଶକୁ ଆଚ୍ଛନ୍ନ କରିବି ଓ ତଦ୍ଦ୍ବାରା ନକ୍ଷତ୍ରଗୁଡ଼ିକୁ ଅନ୍ଧକାରମଯ କରିବି। ଆଉ ସୂର୍ୟ୍ଯକୁ ମଘାେଚ୍ଛନ୍ନ କରିବି ଓ ଚନ୍ଦ୍ରକିରଣ ଦବେି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ମୁଁ ତୁମ୍ଭକୁ ନିର୍ବାପିତ କରେ ମୁଁ ଆକାଶକୁ ଆଚ୍ଛନ୍ନ କରିବି ଓ ତଦ୍ଦ୍ୱାରା ନକ୍ଷତ୍ରଗୁଡ଼ିକୁ ଅନ୍ଧକାରମୟ କରିବି। ଆଉ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବି ଓ ଚନ୍ଦ୍ରକିରଣ ଦେବି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭକୁ ନିର୍ବାଣ କରିବା ସମୟରେ ଆକାଶକୁ ଆଚ୍ଛନ୍ନ କରିବା ଓ ତହିଁର ନକ୍ଷତ୍ରଗଣକୁ ଅନ୍ଧକାରମୟ କରିବା; ଆମ୍ଭେ ସୂର୍ଯ୍ୟକୁ ମେଘାଚ୍ଛନ୍ନ କରିବା ଓ ଚନ୍ଦ୍ର ଆପଣାର ଜ୍ୟୋତ୍ସ୍ନା ଦେବ ନାହିଁ।