Ezekiel 32:8 — Compare Translations
5 translations compared side by side
Odia - 1840
"ଆକାଶର ସମସ୍ତ ଉଜ୍ଜ୍ବଳ ଜ୍ଯୋତିକୁ ମୁଁ କ୍ଷୀଣ କରିବି ଓ ତୁମ୍ଭ ଉପ ରେ ଓ ତୁମ୍ଭ ଦେଶ ଉପ ରେ ଅନ୍ଧକାର ଆଣିବି। ସଦାପ୍ରଭୁ, ମାରେ ପ୍ରଭୁ ଏହା କହିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆକାଶର ସକଳ ଉଜ୍ଜ୍ଵଳ ଜ୍ୟୋତିକି ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶର ସମସ୍ତ ଉଜ୍ଜ୍ୱଳ ଜ୍ୟୋତିଃକୁ ମୁଁ କ୍ଷୀଣ କରିବି ଓ ତୁମ୍ଭ ଉପରେ ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ଆଣିବି।” ସଦାପ୍ରଭୁ, ମୋର ପ୍ରଭୁ ଏହା କହିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆକାଶର ସକଳ ଉଜ୍ଜ୍ୱଳ ଜ୍ୟୋତିକୁ ଆମ୍ଭେ ତୁମ୍ଭ ଉପରେ ଅନ୍ଧକାରମୟ କରିବା ଓ ତୁମ୍ଭ ଦେଶ ଉପରେ ଅନ୍ଧକାର ସ୍ଥାପନ କରିବା,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।