Ezekiel 32:9 — Compare Translations
5 translations compared side by side
Odia - 1840
"ତୁମ୍ଭର ବିନାଶ ଘଟାଇବା ବେଳେ ଅନକେ ଗୋଷ୍ଠୀର ହୃଦଯକୁ ବ୍ଯସ୍ତ କରିବି। ଏପରିକି ତୁମ୍ଭର ଅଜ୍ଞାତ ଦେଶସମୂହ ମଧ୍ଯ ତୁମ୍ଭ ପାଇଁ ବିବ୍ରତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟକୁ ବ୍ୟସ୍ତ କରିବି। ଏପରିକି ତୁମ୍ଭର ଅଜ୍ଞାତ ଦେଶସମୂହ ମଧ୍ୟ ତୁମ୍ଭ ପାଇଁ ବିବ୍ରତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।
Odia IRV 2017 (ଓଡିଆ ବାଇବେଲ)
“ଆହୁରି ଆମ୍ଭେ ତୁମ୍ଭର ଅଜ୍ଞାତ ଦେଶସମୂହ ପର୍ଯ୍ୟନ୍ତ ନାନା ଦେଶୀୟମାନଙ୍କ ମଧ୍ୟରେ ତୁମ୍ଭର ବିନାଶ ଘଟାଇବା ବେଳେ ଅନେକ ଗୋଷ୍ଠୀର ହୃଦୟ ବ୍ୟସ୍ତ କରିବା।