Ezekiel 33:10 — Compare Translations

5 translations compared side by side

Odia - 1840
"ଆଉ ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲର ଲୋକମାନଙ୍କୁ କୁହ, ତୁମ୍ଭମାନେେ ଏ ପ୍ରକାର କହୁଅଛ, 'ଆମ୍ଭମାନଙ୍କର ବ୍ଯବସ୍ଥା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପ ରେ ଅଛି ଓ ଆମ୍ଭମାନେେ ସେଥି ରେ ହିଁ କ୍ଷଯ ପାଉଅଛୁ, କିନ୍ତୁ ବର୍ତ୍ତମାନ ମୁଁ କିପରି ରକ୍ଷା ପାଇବି?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞାଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା?
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଲୋକମାନଙ୍କର ବିନାଶ ଗ୍ଭହାନ୍ତି ନାହିଁ “ଆଉ ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲର ଲୋକମାନଙ୍କୁ କୁହ, ତୁମ୍ଭେମାନେ ଏ ପ୍ରକାର କହୁଅଛ, ‘ଆମ୍ଭମାନଙ୍କର ବ୍ୟବସ୍ଥା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ସେଥିରେ ହିଁ କ୍ଷୟ ପାଉଅଛୁ, କିନ୍ତୁ ବର୍ତ୍ତମାନ ମୁଁ କିପରି ରକ୍ଷା ପାଇବି?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ‘ଆମ୍ଭମାନଙ୍କର ଆଜ୍ଞାଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା?’
Odia IRV 2017 (ଓଡିଆ ବାଇବେଲ)
ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା-ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା?