Ezekiel 33:11 — Compare Translations
5 translations compared side by side
Odia - 1840
" ତବେେ ତୁମ୍ଭେ ସମାନଙ୍କେୁ କୁହ, 'ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣ ରେ ଆମ୍ଭର ସନ୍ତାଷେ ନାହିଁା କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହାଇେ ବଞ୍ଚେ, ସେଥି ରେ ଆମ୍ଭେ ସନ୍ତାଷେ ଲାଭ କରୁ। ତେଣୁ ତୁମ୍ଭମାନେେ ନିଜ ନିଜ କୁପଥରୁ ଫରେ ଓ ମାରେ ନିକଟବର୍ତ୍ତୀ ହୁଅ। ହେ ଇଶ୍ରାୟେଲ ବଂଶ ତୁମ୍ଭେ କାହିଁକି ମରିବ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ-ବଂଶ, ତୁମ୍ଭେମାନେ କିହେତୁ ମରିବ?
Odia Bible ERV 2004 (ପବିତ୍ର ବାଇବଲ)
“ତେବେ ତୁମ୍ଭେ ସେମାନଙ୍କୁ କୁହ, ‘ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ। କିନ୍ତୁ ଦୁଷ୍ଟ ଯେପରି ନିଜ ପାପ ପଥରୁ ନିବୃତ୍ତ ହୋଇ ବଞ୍ଚେ, ସେଥିରେ ଆମ୍ଭେ ସନ୍ତୋଷ ଲାଭ କରୁ। ତେଣୁ ତୁମ୍ଭେମାନେ ନିଜ ନିଜ କୁପଥରୁ ଫେର ଓ ମୋର ନିକଟବର୍ତ୍ତୀ ହୁଅ। ହେ ଇସ୍ରାଏଲ ବଂଶ ତୁମ୍ଭେ କାହିଁକି ମରିବ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଜୀବିତ ଥିବା ପ୍ରମାଣେ ଦୁଷ୍ଟର ମରଣରେ ଆମ୍ଭର ସନ୍ତୋଷ ନାହିଁ, ମାତ୍ର ଦୁଷ୍ଟ ଯେପରି ଫେରି ବଞ୍ଚେ, ଏଥିରେ ହିଁ ଆମ୍ଭର ସନ୍ତୋଷ ଅଛି; ତୁମ୍ଭେମାନେ ଫେର, ଆପଣା ଆପଣା କୁପଥରୁ ଫେର; କାରଣ ହେ ଇସ୍ରାଏଲ ବଂଶ, ତୁମ୍ଭେମାନେ କାହିଁକି ମରିବ?
Odia IRV 2017 (ଓଡିଆ ବାଇବେଲ)