Ezekiel 33:13 — Compare Translations

5 translations compared side by side

Odia - 1840
"ଯଦି ମୁଁ ଜଣେ ଧାର୍ମିକ ବ୍ଯକ୍ତିକୁ କୁ ହେ, 'ତୁମ୍ଭେ ନିଶ୍ଚିତ ଭାବରେ ବଞ୍ଚିବ,' ଏବଂ ସେ ତା'ର ଅତୀତର ଧାର୍ମିକତାକୁ ଭରସା କରି ପାପ କରେ, ତା'ର କୌଣସି ପୂର୍ବ ଧାର୍ମିକତା ସ୍ମରଣ କରାୟିବ ନାହିଁ ଏବଂ ସେ ତା'ର ପାପ ପାଇଁ ମରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯେବେ ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ସେ ମରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଯଦି ମୁଁ ଜଣେ ଧାର୍ମିକ ବ୍ୟକ୍ତିକୁ କୁହେ, ‘ତୁମ୍ଭେ ନିଶ୍ଚିତ ଭାବରେ ବଞ୍ଚିବ,’ ଏବଂ ସେ ତା’ର ଅତୀତର ଧାର୍ମିକତାକୁ ଭରସା କରି ପାପ କରେ, ତା’ର କୌଣସି ପୂର୍ବ ଧାର୍ମିକତା ସ୍ମରଣ କରାଯିବ ନାହିଁ ଏବଂ ସେ ତା’ର ପାପ ପାଇଁ ମରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ସେ ମରିବ।
Odia IRV 2017 (ଓଡିଆ ବାଇବେଲ)
ସେ ଅବଶ୍ୟ ବଞ୍ଚିବ, ଏହି କଥା ଆମ୍ଭେ ଧାର୍ମିକକୁ କହିଲେ, ସେ ଯଦି ଆପଣା ଧର୍ମରେ ନିର୍ଭର ରଖି ଅଧର୍ମ କରେ, ତେବେ ତାହାର କୌଣସି ଧର୍ମକର୍ମ ସ୍ମରଣ କରାଯିବ ନାହିଁ, ମାତ୍ର ସେ ଯେଉଁ ଅଧର୍ମ କରିଅଛି, “ତହିଁରେ ହିଁ ସେ ମରିବ।”