Ezekiel 33:14 — Compare Translations

5 translations compared side by side

Odia - 1840
"ଏବଂ ଯେତବେେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁ ହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁନଶ୍ଚ ତୁମ୍ଭେ ଅବଶ୍ୟ ମରିବ, ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯେବେ ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ଯେତେବେଳେ ମୁଁ ଜଣେ ଦୁଷ୍ଟ ଲୋକକୁ କୁହେ, ତୁମ୍ଭେ ନିଶ୍ଚିତ ଭାବରେ ମରିବ, ଏବଂ ସେ ପାପରୁ ବିରତ ହୁଏ ଯାହା ଠିକ୍ ଓ ଯଥାର୍ଥ ତାହା କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁନଶ୍ଚ ତୁମ୍ଭେ ଅବଶ୍ୟ ମରିବ, ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
Odia IRV 2017 (ଓଡିଆ ବାଇବେଲ)
ପୁନଶ୍ଚ “ତୁମ୍ଭେ ଅବଶ୍ୟ ମରିବ,” ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;