Ezekiel 33:15 — Compare Translations
5 translations compared side by side
Odia - 1840
"ସହେି ଦୁଷ୍ଟଲୋକ ଯବେେ ବନ୍ଧନ ଦ୍ରବ୍ଯ ଫରୋଇ ଦିଏ, ସେ ଯାହା ଅପହରଣ କରିଥିଲା, ଯଦି ସେ ସମସ୍ତ ଜିନିଷଗୁଡ଼ିକ ପାଇଁ ପରିଶାଧେ କରେ, ଯେ ସେ ପାଦ୍ରୀ, କୌଣସି ପାପ ନ କରି ଜୀବନଦାୟକ ବିଧି ପଥରେ ଚାଲେ, ତବେେ ସେ ନିଶ୍ଚଯ ବଞ୍ଚିବ ସେ ମରିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦୁଷ୍ଟ ଲୋକ ଯେବେ ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦୁଷ୍ଟଲୋକ ଯେବେ ବନ୍ଧନ ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ଯଦି ସେ ସମସ୍ତ ଜିନିଷଗୁଡ଼ିକ ପାଇଁ ପରିଶୋଧ କରେ, ଯେ ସେ ପାଦ୍ରୀ, କୌଣସି ପାପ ନ କରି ଜୀବନଦାୟକ ବିଧି ପଥରେ ଗ୍ଭଲେ, ତେବେ ସେ ନିଶ୍ଚୟ ବଞ୍ଚିବ ସେ ମରିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ଦୁଷ୍ଟ ଲୋକ ଯଦି ବନ୍ଧକି ଦ୍ରବ୍ୟ ଫେରାଇ ଦିଏ, ସେ ଯାହା ଅପହରଣ କରିଥିଲା, ତାହା ପରିଶୋଧ କରେ, କୌଣସି ଅଧର୍ମ ନ କରି ଜୀବନଦାୟକ ବିଧିରୂପ ପଥରେ ଚାଲେ; ତେବେ ସେ ଅବଶ୍ୟ ବଞ୍ଚିବ, ସେ ମରିବ ନାହିଁ।