Ezekiel 33:16 — Compare Translations

5 translations compared side by side

Odia - 1840
"ତାହାର ଅତୀତର କୌଣସି ପାପକର୍ମଗୁଡ଼ିକୁ ସ୍ମରଣ କରାୟିବ ନାହିଁ। ଯେ ହତେୁ ସେ ଯାହା ନ୍ଯାଯ ଓ ଧର୍ମାଚରଣ କରିଛି, ସେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଅତୀତର କୌଣସି ପାପକର୍ମଗୁଡ଼ିକୁ ସ୍ମରଣ କରାଯିବ ନାହିଁ। ଯେହେତୁ ସେ ଯାହା ନ୍ୟାୟ ଓ ଧର୍ମାଚରଣ କରିଛି, ସେ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ତାହାର କୃତ କୌଣସି ପାପ ତାହା ବିରୁଦ୍ଧରେ ସ୍ମରଣ କରାଯିବ ନାହିଁ; ସେ ନ୍ୟାୟ ଓ ଧର୍ମାଚରଣ କରିଅଛି; ସେ ଅବଶ୍ୟ ବଞ୍ଚିବ।