Ezekiel 33:17 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭର ଲୋକମାନେ କହୁଅଛନ୍ତି ଯେ, 'ସଦାପ୍ରଭୁ ଆମ୍ଭର ପ୍ରଭୁ ପଥ ସରଳ ନୁହେଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ ।
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ତୁମ୍ଭର ଲୋକମାନେ କହୁଅଛନ୍ତି ଯେ, ‘ସଦାପ୍ରଭୁ ଆମ୍ଭର ପ୍ରଭୁ ପଥ ସରଳ ନୁହେଁ।’ “କିନ୍ତୁ ପ୍ରକୃତରେ ସେମାନଙ୍କର ନିଜ ପଥ ସରଳ ନୁହେଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ।
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭ ଲୋକଙ୍କର ସନ୍ତାନଗଣ କହୁଅଛନ୍ତି, ପ୍ରଭୁଙ୍କର ପଥ ସରଳ ନୁହେଁ; ମାତ୍ର ପ୍ରକୃତରେ ସେମାନଙ୍କର ପଥ ସରଳ ନୁହେଁ।