Ezekiel 33:19 — Compare Translations
5 translations compared side by side
Odia - 1840
"ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫରେି ନ୍ଯାଯ ଓ ଧର୍ମାଚରଣ କରେ ସେ ବଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ଜଣେ ଦୁଷ୍ଟ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ ସେ ବଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।