Ezekiel 33:2 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ନିଜ ଲୋକମାନଙ୍କୁ କୁହ, 'ଆମ୍ଭେ ଯେତବେେଳେ କୌଣସି ଦେଶ ବିରୁଦ୍ଧ ରେ ଖଡ୍ଗ ଆଣୁ, ସେ ଦେଶର ଲୋକମାନେ ନିଜ ଲୋକମାନଙ୍କ ମଧ୍ଯରୁ ଜଣଙ୍କୁ ସେତବେେଳେ ଏକ ପ୍ରହରୀ କରି ନିୟୁକ୍ତ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍‍ଗ ଆଣିଲେ, ସେ ଦେଶର ଲୋକମାନେ ଯେବେ ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ନିଜ ଲୋକମାନଙ୍କୁ କୁହ, ‘ଆମ୍ଭେ ଯେତେବେଳେ କୌଣସି ଦେଶ ବିରୁଦ୍ଧରେ ‌‌ଖ‌ଡ଼୍‌ଗ ଆଣୁ, ସେ ଦେଶର ଲୋକମାନେ ନିଜ ଲୋକମାନଙ୍କ ମଧ୍ୟରୁ ଜଣଙ୍କୁ ସେତେବେଳେ ଏକ ପ୍ରହରୀ କରି ନିଯୁକ୍ତ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Odia IRV 2017 (ଓଡିଆ ବାଇବେଲ)