Ezekiel 33:20 — Compare Translations

5 translations compared side by side

Odia - 1840
"ତଥାପି ତୁମ୍ଭମାନେେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇଶ୍ରାୟେଲର ଲୋକମାନେ, ମୁଁ ତୁମ୍ଭମାନଙ୍କର ପ୍ରେତ୍ୟକକ ଲୋକର ତା'ର ଆଚାର ବ୍ଯବହାର ଅନୁସାରେ ବିଚାର କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ । ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲର ଲୋକମାନେ, ମୁଁ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକର ତା’ର ଆଗ୍ଭର ବ୍ୟବହାର ଅନୁସାରେ ବିଗ୍ଭର କରିବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ତୁମ୍ଭେମାନେ କହୁଅଛ, ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା।”
Odia IRV 2017 (ଓଡିଆ ବାଇବେଲ)
ତଥାପି ତୁମ୍ଭେମାନେ କହୁଅଛ, “ପ୍ରଭୁଙ୍କର ପଥ ସରଳ ନୁହେଁ। ହେ ଇସ୍ରାଏଲ ବଂଶ, ଆମ୍ଭେ ତୁମ୍ଭମାନଙ୍କର ପ୍ରତ୍ୟେକ ଲୋକକୁ ତାହାର ଆଚାର ବ୍ୟବହାର ଅନୁସାରେ ବିଚାର କରିବା।”