Ezekiel 33:21 — Compare Translations
5 translations compared side by side
Odia - 1840
"ଅନନ୍ତର ଆମ୍ଭମାନଙ୍କ ନିର୍ବାସ ରେ ଦ୍ବାଦସ ବର୍ଷର ଦଶମ ମାସର ପଞ୍ଚମ ଦିନ ରେ ୟିରୁଶାଲମରୁ ଜଣେ ପଳାତକ ମାେ ନିକଟକୁ ଆସି କହିଲା, ନଗର ପରାଜିତ ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଆମ୍ଭମାନଙ୍କ ନିର୍ବାସନର ଦ୍ଵାଦଶ ବର୍ଷର ଦଶମ ମାସ, ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକଜଣ ମୋʼ ନିକଟକୁ ଆସି କହିଲା, ନଗର ପରାଜିତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମ ଅଧିକୃତ ହୋଇଅଛି ଅନନ୍ତର ଆମ୍ଭମାନଙ୍କ ନିର୍ବାସରେ ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୁଶାଲମରୁ ଜଣେ ପଳାତକ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକ ଜଣ ମୋʼ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଆମ୍ଭମାନଙ୍କ ନିର୍ବାସନର ଦ୍ୱାଦଶ ବର୍ଷର ଦଶମ ମାସର ପଞ୍ଚମ ଦିନରେ ଯିରୂଶାଲମରୁ ପଳାତକ ଏକଜଣ ମୋ’ ନିକଟକୁ ଆସି କହିଲା, “ନଗର ପରାଜିତ ହୋଇଅଛି।”