Ezekiel 33:22 — Compare Translations

5 translations compared side by side

Odia - 1840
"ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ଯା ସମୟରେ ମାରେ ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମାେ ଉପ ରେ ଥିଲା। ପ୍ରାତଃକାଳ ରେ ସହେି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମାରେ ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହାଇେ ରହିଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟାକାଳରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଥିଲାନ୍ତ ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ସେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସନ୍ଧ୍ୟା ସମୟରେ ମୋର ପ୍ରଭୁ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଥିଲା। ପ୍ରାତଃକାଳରେ ସେହି ତ୍ରାଣକର୍ତ୍ତା ଆସିବା ପୂର୍ବରୁ ସେ ମୋର ମୁଖ ଫିଟାଇଥିଲେ। ଆଉ ମୁଁ ଚୁପ୍ ହୋଇ ରହିଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେହି ପଳାତକ ଆସିବାର ପୂର୍ବେ ସନ୍ଧ୍ୟା ସମୟରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଥିଲା; ଆଉ, ପ୍ରାତଃକାଳରେ ସେ ପଳାତକ ଆସିବା ପର୍ଯ୍ୟନ୍ତ ସେ ମୋର ମୁଖ ଫିଟାଇଥିଲେ; ତେବେଠାରୁ ମୋର ମୁଖ ଫିଟା ରହିଲା ଓ ଆଉ ମୁଁ ଘୁଙ୍ଗା ହୋଇ ରହିଲି ନାହିଁ।