Ezekiel 33:24 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ଯେଉଁମାନେ ଇଶ୍ରାୟେଲ ଦେଶର ସହେି ଧ୍ବଂସପ୍ରାପ୍ତ ସ୍ଥାନ ରେ ବାସ କରନ୍ତି, ସମାନେେ କହୁଅଛନ୍ତି, 'ଅବ୍ରହାମ ଏକମାତ୍ର ଜଣେ ବ୍ଯକ୍ତି ଥିଲେ, ତଥାପି ସେ ଦେଶ ଅଧିକାର କରିବା ପାଇଁ ଆସିଲେ। କିନ୍ତୁ ଆମ୍ଭମାନେେ ଅନକେ ଲୋକ, ତେଣୁ ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦିଆଗଲା।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ଯେଉଁମାନେ ଇସ୍ରାଏଲ ଦେଶର ସେହି ଧ୍ୱଂସପ୍ରାପ୍ତ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ‘ଅବ୍ରହାମ ଏକମାତ୍ର ଜଣେ ବ୍ୟକ୍ତି ଥିଲେ, ତଥାପି ସେ ଦେଶ ଅଧିକାର କରିବା ପାଇଁ ଆସିଲେ। କିନ୍ତୁ ଆମ୍ଭେମାନେ ଅନେକ ଲୋକ, ତେଣୁ ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦିଆଗଲା।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଯେଉଁମାନେ ଇସ୍ରାଏଲ ଦେଶର, ସେହି ସକଳ ଉତ୍ସନ୍ନ ସ୍ଥାନରେ ବାସ କରନ୍ତି, ସେମାନେ କହୁଅଛନ୍ତି, ଅବ୍ରହାମ ଏକମାତ୍ର ଥିଲେ, ଆଉ ସେ ଦେଶ ଅଧିକାର କଲେ; ମାତ୍ର ଆମ୍ଭେମାନେ ଅନେକ ଲୋକ; ଆମ୍ଭମାନଙ୍କୁ ଏହି ଦେଶ ଅଧିକାରାର୍ଥେ ଦତ୍ତ ହୋଇଅଛି।
Odia IRV 2017 (ଓଡିଆ ବାଇବେଲ)