Ezekiel 33:25 — Compare Translations
5 translations compared side by side
Odia - 1840
" ତେଣୁ ତୁମ୍ଭେ ସମାନଙ୍କେୁ କୁହ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, 'ତୁମ୍ଭେ ରକ୍ତ ସହିତ ମାଂସ ଖାଉଅଛ ଓ ତୁମ୍ଭେ ତୁମ୍ଭର ପ୍ରତିମାଗଣକୁ ଦେଖ ସାହାୟ୍ଯ ପାଇଁ, ଆଉ ରକ୍ତପାତ କରୁଅଛ। ତବେେ ତୁମ୍ଭମାନଙ୍କୁ କାହିଁକି ଦଶାଧେିକାର ଦିଆୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ସେମାନଙ୍କୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସୁଦ୍ଧା ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ତୁମ୍ଭେ ସେମାନଙ୍କୁ କୁହ, ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭେ ରକ୍ତ ସହିତ ମାଂସ ଖାଉଅଛ ଓ ତୁମ୍ଭେ ତୁମ୍ଭର ପ୍ରତିମାଗଣକୁ ଦେଖ ସାହାଯ୍ୟ ପାଇଁ, ଆଉ ରକ୍ତପାତ କରୁଅଛ। ତେବେ ତୁମ୍ଭମାନଙ୍କୁ କାହିଁକି ଦେଶାଧିକାର ଦିଆଯିବ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?
Odia IRV 2017 (ଓଡିଆ ବାଇବେଲ)
ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?