Ezekiel 33:27 — Compare Translations
5 translations compared side by side
Odia - 1840
"ଏହିରୂପେ ତୁମ୍ଭେ ସମାନଙ୍କେୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ମୁଁ ଜୀବିତ ଥିବା ପର୍ୟ୍ଯନ୍ତ ଧ୍ବଂସପ୍ରାପ୍ତ ସ୍ଥାନ ରେ ରହିଥିବା ଲୋକମାନେ ଖଡ୍ଗ ରେ ପତିତ ହବେେ ଏବଂ ଯେଉଁମାନେ ଖାେଲା ପ୍ରାନ୍ତର ରେ ଥିବେ ସମାନଙ୍କେୁ ପଶୁମାନେ ଭକ୍ଷଣ କରିବେ କିନ୍ତୁ ଯେଉଁ ଲୋକମାନେ ଦୃଢ଼ ଦୁର୍ଗ ଓ ଗୁମ୍ଫା ମଧିଅରେ ଲୁଚି ରହିବେ, ସମାନେେ ମହାମାରୀ ରେ ମରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ଼୍ଗ ଦ୍ଵାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ, ଥାʼନ୍ତି, ସେମାନେ ମହାମାରୀରେ ମରିବେ ।
Odia Bible ERV 2004 (ପବିତ୍ର ବାଇବଲ)
“‘ଏହିରୂପେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ମୁଁ ଜୀବିତ ଥିବା ପର୍ଯ୍ୟନ୍ତ ଧ୍ୱଂସପ୍ରାପ୍ତ ସ୍ଥାନରେ ରହିଥିବା ଲୋକମାନେ ଖଡ଼୍ଗରେ ପତିତ ହେବେ ଏବଂ ଯେଉଁମାନେ ଖୋଲା ପ୍ରାନ୍ତରରେ ଥିବେ ସେମାନଙ୍କୁ ପଶୁମାନେ ଭକ୍ଷ୍ୟଣ କରିବେ କିନ୍ତୁ ଯେଉଁ ଲୋକମାନେ ଦୃଢ଼ ଦୁର୍ଗ ଓ ଗୁମ୍ଫା ମଧ୍ୟରେ ଲୁଚି ରହିବେ, ସେମାନେ ମହାମାରୀରେ ମରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥାʼନ୍ତି, ସେମାନେ ମହାମାରୀରେ ମରିବେ।
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଜୀବିତ ଥିବା ପ୍ରମାଣେ ଉତ୍ସନ୍ନ ସ୍ଥାନ ସକଳରେ ଥିବା ଲୋକମାନେ ନିଶ୍ଚୟ ଖଡ୍ଗ ଦ୍ୱାରା ପତିତ ହେବେ ଓ ଯେଉଁ ଜନ ପଡ଼ିଆରେ ଅଛି, ଆମ୍ଭେ ତାହାକୁ ଭକ୍ଷ୍ୟ ରୂପେ ପଶୁମାନଙ୍କୁ ଦେବା, ଆଉ ଯେଉଁମାନେ ଦୃଢ଼ ଦୁର୍ଗରେ ଓ ଗୁହାରେ ଥା’ନ୍ତି, ସେମାନେ ମହାମାରୀରେ ମରିବେ।