Ezekiel 33:28 — Compare Translations
5 translations compared side by side
Odia - 1840
"ଏବଂ ମୁଁ ଇଶ୍ରାୟେଲ ଦେଶକୁ ବିନଷ୍ଟ ଓ ଶୂନ୍ଯ କରିବି। ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହବେ। ପୁଣି ଇଶ୍ରାୟେଲର ପର୍ବତଗଣ ନିର୍ଜ୍ଜନ ହବେେ, ଆଉ କହେି ତାହା ମଧ୍ଯ ଦଇେ ଗମନାଗମନ କରିବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଦେଶକୁ ଧ୍ଵଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ଵଂସିତ ହେବ, ତହିଁରେ କେହି ତହିଁ ମଧ୍ୟ ଦେଇ ଗମନ କରିବେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଇସ୍ରାଏଲ ଦେଶକୁ ବିନଷ୍ଟ ଓ ଶୂନ୍ୟ କରିବି। ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ। ପୁଣି ଇସ୍ରାଏଲର ପର୍ବତଗଣ ନିର୍ଜ୍ଜନ ହେବେ, ଆଉ କେହି ତାହା ମଧ୍ୟଦେଇ ଗମନାଗମନ କରିବେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟଦେଇ ଗମନ କରିବେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଦେଶକୁ ଧ୍ୱଂସିତ ଓ ବିସ୍ମୟର ସ୍ଥାନ କରିବା, ତହିଁରେ ତାହାର ପରାକ୍ରମର ଗର୍ବ ଲୁପ୍ତ ହେବ; ପୁଣି, ଇସ୍ରାଏଲର ପର୍ବତଗଣ ଧ୍ୱଂସିତ ହେବ, ତହିଁରେ କେହି ତହିଁ ମଧ୍ୟ ଦେଇ ଗମନ କରିବେ ନାହିଁ।”