Ezekiel 33:29 — Compare Translations

5 translations compared side by side

Odia - 1840
"ସମାନେେ ଏପରି ଘୃଣ୍ଯ ଓ ମନ୍ଦକର୍ମ କରିଅଛନ୍ତି ଯେ ଆମ୍ଭେ ଦେଶକୁ ଧ୍ବଂସିତ ଓ ଶୂନ୍ଯସ୍ଥାନ କରାଇବା। ତାହା ହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ ତାହା ସମାନେେ ଜାଣିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ଵଂସିତ ଓ ବିସ୍ମୟର ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଏପରି ଘୃଣ୍ୟ ଓ ମନ୍ଦକର୍ମ କରିଅଛନ୍ତି ଯେ ଆମ୍ଭେ ଦେଶକୁ ଧ୍ୱଂସିତ ଓ ଶୂନ୍ୟସ୍ଥାନ କରାଇବା। ତାହାହେଲେ ଆମ୍ଭେ ଯେ ସଦାପ୍ରଭୁ ଅଟୁ ତାହା ସେମାନେ ଜାଣିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭେ ସେମାନଙ୍କର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେତେବେଳେ ଦେଶକୁ ଧ୍ୱଂସିତ ଓ ନିର୍ଜ୍ଜନ ସ୍ଥାନ କରିବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।