Ezekiel 33:3 — Compare Translations
5 translations compared side by side
Odia - 1840
"ଆଉ ସେ ଯଦି ଦେଶ ବିରୁଦ୍ଧ ରେ ଖଡ୍ଗ ଆଣିବାର ଦେଖେ, ତବେେ ସେ ତୂରୀ ବଜାଇ ଲୋକମାନଙ୍କୁ ସଚତନେ କରାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ଼୍ଗ ଆସିବାର ଦେଖିଲେ, ଯେବେ ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ଯଦି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିବାର ଦେଖେ, ତେବେ ସେ ତୂରୀ ବଜାଇ ଲୋକମାନଙ୍କୁ ସଚେତନ କରାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
Odia IRV 2017 (ଓଡିଆ ବାଇବେଲ)
ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;