Ezekiel 33:30 — Compare Translations
5 translations compared side by side
Odia - 1840
"ପୁଣି ହେ ମନୁଷ୍ଯ ପୁତ୍ର, ତୁମ୍ଭ ଲୋକମାନଙ୍କର କାନ୍ଥ ନିକଟରେ ଠିଆ ହାଇେ ସମାନଙ୍କେର ଦ୍ବାରଗୁଡ଼ିକରେ ଦେଶ ରେ ତୁମ୍ଭ ବିଷଯ ରେ କଥାବାର୍ତ୍ତା କରନ୍ତି। ଆଉ ଜଣେ ଅନ୍ୟ ଜଣକୁ କ ହେ, ଭାଇ ଆସ, ସଦାପ୍ରଭୁଙ୍କଠାରୁ ଭବିଷ୍ଯଦବାଣୀ ଶୁଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ଵାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ଏକକୁଆରେକ, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ପୁଣି ହେ ମନୁଷ୍ୟ ପୁତ୍ର, ତୁମ୍ଭ ଲୋକମାନଙ୍କର କାନ୍ଥ ନିକଟରେ ଠିଆ ହୋଇ ସେମାନଙ୍କର ଦ୍ୱାରଗୁଡ଼ିକରେ ଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି। ଆଉ ଜଣେ ଅନ୍ୟ ଜଣକୁ କହେ, “ଭାଇ ଆସ, ସଦାପ୍ରଭୁଙ୍କଠାରୁ ଭବିଷ୍ୟଦ୍ବାଣୀ ଶୁଣିବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, ‘ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।’
Odia IRV 2017 (ଓଡିଆ ବାଇବେଲ)
ପୁଣି, ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ସନ୍ତାନମାନେ କାନ୍ଥ ନିକଟରେ ଓ ଗୃହମାନଙ୍କର ସକଳ ଦ୍ୱାରଦେଶରେ ତୁମ୍ଭ ବିଷୟରେ କଥାବାର୍ତ୍ତା କରନ୍ତି, ଆଉ ପରସ୍ପର, ପ୍ରତ୍ୟେକେ ଆପଣା ଭ୍ରାତାକୁ କହନ୍ତି, “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କଠାରୁ ଆଗତ କଥା ଶୁଣୁ।”