Ezekiel 33:31 — Compare Translations

5 translations compared side by side

Odia - 1840
"ଏବଂ ସମାନେେ ମାେ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମାେ ଲୋକପରି ସମାନେେ ତୁମ୍ଭ ସମ୍ମୁଖ ରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସମାନେେ ମାେ କଥା ମାନନ୍ତି ନାହିଁ। କାରଣ ସମାନେେ କବଳେ ତାହା କରନ୍ତି, ଯାହା ସମାନେେ କରିବାକୁ ଚାହାଁନ୍ତି। ଏବଂ ସମାନଙ୍କେ ହୃଦଯ ଅସାଧୁ ଲାଭ ପାଇଁ ଲୋଭି ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେମାନେ ମୋ’ ଲୋକପରି ତୁମ୍ଭ ନିକଟକୁ ଆସନ୍ତି। ମୋ’ ଲୋକପରି ସେମାନେ ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି। କିନ୍ତୁ ସେମାନେ ମୋ’ କଥା ମାନନ୍ତି ନାହିଁ। କାରଣ ସେମାନେ କେବଳ ତାହା କରନ୍ତି, ଯାହା ସେମାନେ କରିବାକୁ ଗ୍ଭହାନ୍ତି। ଏବଂ ସେମାନଙ୍କ ହୃଦୟ ଅସାଧୁ ଲାଭ ପାଇଁ ଲୋଭି ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Odia IRV 2017 (ଓଡିଆ ବାଇବେଲ)