Ezekiel 33:32 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମାନଙ୍କେ ନିକଟରେ ମଧୁର ସଙ୍ଗୀତ ଗାନ କରୁଥିବା ଗାଯକ ସଦୃଶ ଅଟ। ତୁମ୍ଭର ମଧୁର ସ୍ବର ଅଛି, ତୁମ୍ଭେ ଉତ୍ତମ ରୂପେ ବାଦ୍ଯୟନ୍ତ୍ର ବଜାଇ ପାର। ତେଣୁ ସମାନେେ ତୁମ୍ଭର କଥା ଶୁଣନ୍ତି, କିନ୍ତୁ ତୁମ୍ଭେ ଯାହା କୁହ ତାହା କରନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଯାହାର ମଧୁର ସ୍ଵର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ଵରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭେ ସେମାନଙ୍କ ନିକଟରେ ମଧୁର ସଙ୍ଗୀତ ଗାନ କରୁଥିବା ଗାୟକ ସଦୃଶ ଅଟ। ତୁମ୍ଭର ମଧୁର ସ୍ୱର ଅଛି, ତୁମ୍ଭେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାର। ତେଣୁ ସେମାନେ ତୁମ୍ଭର କଥା ଶୁଣନ୍ତି, କିନ୍ତୁ ତୁମ୍ଭେ ଯାହା କୁହ ତାହା କରନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଯାହାର ମଧୁର ସ୍ୱର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ୱରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଯାହାର ମଧୁର ସ୍ୱର ଅଛି ଓ ଯେ ଉତ୍ତମ ରୂପେ ବାଦ୍ୟଯନ୍ତ୍ର ବଜାଇ ପାରେ, ଏପରି ଲୋକର ଅତି ମନୋହର ଗୀତ ସ୍ୱରୂପ ତୁମ୍ଭେ ସେମାନଙ୍କ ନିକଟରେ ଅଟ; କାରଣ ସେମାନେ ତୁମ୍ଭର କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ।