Ezekiel 33:4 — Compare Translations
5 translations compared side by side
Odia - 1840
"ଯଦି କହେି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ୍ଗ ତାହାକୁ ହତ୍ଯା କରେ, ତବେେ ତାହାର ମୃତ୍ଯୁ ପାଇଁ ସେ ଦାଯୀ ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ଯେକେହି ତହିଁରେ ତୂରୀର ଶଦ୍ଦ ଶୁଣି ସଚେତନ ନ ହୁଏ, ପୁଣି ଖଡ଼୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କେହି ତୂରୀ ଶବ୍ଦ ଶୁଣି ସତର୍କ ନ ହୁଏ ଓ ଶତ୍ରୁର ଖଡ଼୍ଗ ତାହାକୁ ହତ୍ୟା କରେ, ତେବେ ତାହାର ମୃତ୍ୟୁ ପାଇଁ ସେ ଦାୟୀ ରହିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ଯେକେହି ତହିଁରେ ତୂରୀର ଶବ୍ଦ ଶୁଣି ସଚେତନ ନ ହୁଏ, ପୁଣି, ଖଡ୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ।
Odia IRV 2017 (ଓଡିଆ ବାଇବେଲ)
ତେବେ ଯେକେହି ତହିଁରେ ତୂରୀର ଶବ୍ଦ ଶୁଣି ସଚେତନ ନ ହୁଏ, ପୁଣି, ଖଡ୍ଗ ଉପସ୍ଥିତ ହୋଇ ତାହାକୁ ସଂହାର କରେ, ତେବେ ତାହାର ରକ୍ତ ତାହାର ନିଜ ମସ୍ତକରେ ବର୍ତ୍ତିବ।