Ezekiel 33:5 — Compare Translations
5 translations compared side by side
Odia - 1840
"କାରଣ ସେ ତୁରୀଶବ୍ଦ ଶୁଣି ସତର୍କ ହେଲା ନାହିଁ ଏବଂ ଶତ୍ରୁଗଣ ତାକୁ ହତ୍ଯା କରନ୍ତି। ତବେେ ସମାନେେ ନିଜର ମୃତ୍ଯୁ ପାଇଁ ଦାଯୀ ରହିବେ। କାରଣ ସମାନେେ ସଚତନେ ହାଇେଥିଲେ ନିଜର ପ୍ରାଣ ବଞ୍ଚାଇ ଥାନ୍ତେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତୂରୀର ଶଦ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥାʼନ୍ତା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ତୂରୀଶବ୍ଦ ଶୁଣି ସତର୍କ ହେଲା ନାହିଁ ଏବଂ ଶତ୍ରୁଗଣ ତାକୁ ହତ୍ୟା କରନ୍ତି। ତେବେ ସେମାନେ ନିଜର ମୃତ୍ୟୁ ପାଇଁ ଦାୟୀ ରହିବେ। କାରଣ ସେମାନେ ସଚେତନ ହୋଇଥିଲେ ନିଜର ପ୍ରାଣ ବଞ୍ଚାଇ ଥା’ନ୍ତେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥାʼନ୍ତା।
Odia IRV 2017 (ଓଡିଆ ବାଇବେଲ)
ସେ ତୂରୀର ଶବ୍ଦ ଶୁଣି ସଚେତନ ହେଲା ନାହିଁ; ତାହାର ରକ୍ତ ତାହାରି ଉପରେ ବର୍ତ୍ତିବ; ଯେହେତୁ ସେ ସଚେତନ ହୋଇଥିଲେ, ଆପଣା ପ୍ରାଣ ବଞ୍ଚାଇ ଥା’ନ୍ତା।