Ezekiel 33:6 — Compare Translations
5 translations compared side by side
Odia - 1840
"'କିନ୍ତୁ ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ ଓ ଲୋକମାନେ ସଚତନେ ନ ହୁଅନ୍ତି ଆଉ ଖଡ୍ଗ ଆସି ସମାନଙ୍କେ ମଧ୍ଯରୁ କୌଣସି ଲୋକକୁ ହତ୍ଯା କରେ, ତବେେ ନିଜ ପାପ ଯୋଗୁଁ ହତ୍ଯା ହେଲା। କିନ୍ତୁ ମୁଁ ତାହାର ରକ୍ତର ପ୍ରତିଶୋଧ ସହେି ପ୍ରହରୀ ଉପ ରେ ନବେି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ପ୍ରହରୀ ଯେବେ ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା ।
Odia Bible ERV 2004 (ପବିତ୍ର ବାଇବଲ)
“‘କିନ୍ତୁ ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ ଓ ଲୋକମାନେ ସଚେତନ ନ ହୁଅନ୍ତି ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ହତ୍ୟା କରେ, ତେବେ ନିଜ ପାପ ଯୋଗୁଁ ହତ୍ୟା ହେଲା। କିନ୍ତୁ ମୁଁ ତାହାର ରକ୍ତର ପ୍ରତିଶୋଧ ସେହି ପ୍ରହରୀ ଉପରେ ନେବି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ପ୍ରହରୀ ଯଦି ଖଡ୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Odia IRV 2017 (ଓଡିଆ ବାଇବେଲ)